Binod Dash (@binod_dash) header
Binod Dash (@binod_dash) profile picture

Social Worker, Industrialist, Educationist, Telefilm Producer, Sportsman, Sports Organiser of National Repute

Cuttack, Odisha, India.
Joined September 2013
Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)Photo by Binod Dash (@binod_dash)
विगत 10 वर्षों से, श्री नवीन पटनायक जी के नेतृत्व में ओडिशा की बीजू जनता दल (बीजेडी) पार्टी केंद्र की माननीय प्रधानमंत्री श्री नरेंद्र मोदी जी की सरकार के अनेक राष्ट्रीय महत्व के प्रसंगों में समर्थन देती आई है, इसके लिए हम उनका आभार व्यक्त करते हैं। अनुभव में आया है कि देशभर में जहाँ भी डबल इंजन की सरकार रही है, वहां विकास व गरीब कल्याण के कार्यों में तेजी आई है और राज्य हर क्षेत्र में आगे बढे हैं। लेकिन आज ओडिशा में मोदी सरकार की अनेक कल्याणकारी योजनाएं जमीन पर नहीं पहुँच पा रही हैं, जिससे ओडिशा के गरीब बहनों-भाइयों को उनका लाभ नहीं मिल पा रहा है। ओडिशा-अस्मिता, ओड़िसा-गौरव और ओडिशा के लोगों के हित से जुड़े अनेकों विषयों पर हमारी चिंताएं हैं। 4.5 करोड़ ओडिशावासियों की आशा, अभिलाषा और आकाँक्षाओं को पूरा करने के लिए माननीय प्रधानमंत्री श्री नरेन्द्र मोदी जी के दूरदर्शी नेतृत्व में विकसित भारत तथा विकसित ओडिशा बनाने के लिए भारतीय जनता पार्टी (भाजपा) इस बार लोकसभा की सभी 21 सीटों और विधानसभा की सभी 147 सीटों पर अकेले चुनाव लड़ेगी।
175
326
44
1,325
164,335
It is with great humility that I accept the Order of the Druk Gyalpo. I am grateful to HM the King of Bhutan for presenting the Award. I dedicate it to the 140 crore people of India. I am also confident that India-Bhutan relations will keep growing and benefit our citizens.
2,826
19,738
774
54,474
1,432,927
A very memorable welcome in Bhutan! Throughout the way, there were several people who had gathered. I cherish their affection greatly.
2,822
21,222
759
68,489
2,068,586
सब सपने मेरे हैं साकार, मैं मोदी का परिवार। अपने दिल की सुनो, मोदी को ही चुनो.... #MainHoonModiKaParivar
18
237
339
6,824
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି
15
233
2
401
14,110
Conferment of the Order of the Druk Gaylpo, Bhutan’s highest civilian decoration, to Hon. PM @narendramodi ji is a matter of great pride for 140 crore+ Indians. A first for any foreign leader, this prestigious honour is a testament to the warm, friendly and longstanding India-Bhutan friendship as well as India’s commitment to Bhutan’s developmental priorities. I join the people of India in expressing gratitude to H.M. the King of Bhutan, the Govt. and the people of Bhutan for this wonderful gesture.
Honoured to be conferred with 'Order of the Druk Gyalpo' Award by Bhutan. I dedicate it to 140 crore Indians. teapawt.org/i/broadcasts/1mnxepVWz…
13
255
473
12,957
ଆଜି ରାଜ୍ୟ କାର୍ଯ୍ୟଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାମିଲ ହୋଇ ନୂତନ କାର୍ଯ୍ୟକର୍ତ୍ତା ମାନଙ୍କୁ ଆମ ଦଳକୁ ସ୍ୱାଗତ କଲି । ଏହି ଅବସରରେ ଆଜି କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ଶ୍ରୀମତୀ ଅର୍ଚ୍ଚନା ନାୟକ, ଡେରାବିଶ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜକାନ୍ତ ସାହୁ, ଡେରାବିଶ ବ୍ଲକର ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏବଂ ଡକ୍ଟର ପ୍ରିୟବ୍ରତ ମିଶ୍ର ବିଜେଡି ଦଳ ପରିତ୍ୟାଗ କରି ଆମ ଦଳରେ ସାମିଲ ହେଲେ । ଏହି ଅବସରରେ ମୋ ସହିତ ପୂର୍ବତନ ରାଜ୍ୟ ସଭାପତି କେ.ଭି ସିଂହଦେଓ, ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ପ୍ରମୁଖ ନେତୃବୃନ୍ଦ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିବା ସହିତ ମଞ୍ଚରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାସ, ବିଷ୍ଣୁ ଦାସ, ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ସାମାଜିକ ଗଣମାଧ୍ୟମ ମୁଖ୍ୟ ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଆମ ଦଳରେ ସାମିଲ୍ ହୋଇଥବା ସମସ୍ତ ନୂତନ କାର୍ଯ୍ୟକର୍ତ୍ତାଙ୍କୁ ବିଜେପି ପରିବାର କୁ ସ୍ବାଗତ ।
7
26
1
378
10,444
ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ । କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।
725
906
169
2,023
123,197
Binod Dash retweeted
First Time Voters से मेरा आग्रह है कि आप record संख्या में वोट करें। आम चुनावों की इस हलचल के बीच आप युवा न केवल राजनीतिक गतिविधियों का हिस्सा बनिए, बल्कि इस दौरान चर्चा और बहस को लेकर भी जागरूक बने रहिए और याद रखिएगा... 'मेरा पहला वोट - देश के लिए' - पीएम श्री @narendramodi #MannKiBaat पूरा वीडियो देखें: youtube.com/watch?v=Rls8NOiP…
128
633
17
1,726
37,031
Stunning Sudarshan Setu!
1,209
10,692
266
82,838
2,560,340
Binod Dash retweeted
आधुनिक कनेक्टिविटी समृद्ध और सशक्त राष्ट्र के निर्माण का रास्ता है: PM @narendramodi
63
338
7
1,229
66,856
To pray in the city of Dwarka, which is immersed in the waters, was a very divine experience. I felt connected to an ancient era of spiritual grandeur and timeless devotion. May Bhagwan Shri Krishna bless us all.
5,576
33,005
1,666
181,803
5,304,823